2 ଶାମୁୟେଲ 7:13 - ପବିତ୍ର ବାଇବଲ13 ସେ ମୋ’ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁଁ ତା'ର ରାଜ୍ୟକୁ ଚିରଦିନ ପାଇଁ ଶକ୍ତିଶାଳୀ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା। Gade chapit laଓଡିଆ ବାଇବେଲ13 ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା। Gade chapit la |
ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିୟମ ପାଳନ କରିବ, ତେବେ ସଦାପ୍ରଭୁ ମୋ’ ବିଷୟରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚୟ ହେବ। ସଦାପ୍ରଭୁ କହିଥିଲେ, ‘ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦେଇଥିବା ଆଜ୍ଞାନୁସାରେ ଜୀବନ ଧାରଣ କରିବେ, ତେବେ ଇସ୍ରାଏଲର ସିଂହାସନରେ ତୁମ୍ଭ ବଂଶରୁ ହିଁ ବସିବେ। ସଦାପ୍ରଭୁ ତାଙ୍କର ଏହି ବାକ୍ୟ ପୂରଣ କରିବେ।’”
ବର୍ତ୍ତମାନ, ହେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଦାସ ଦାଉଦଙ୍କୁ ଦତ୍ତ ତୁମ୍ଭର ପ୍ରତିଜ୍ଞା ରକ୍ଷା କର। ତୁମ୍ଭେ ଏହା ପ୍ରତିଜ୍ଞା କରିଥିଲ; ତୁମ୍ଭେ କହିଲ, ‘ଦାଉଦ, ତୁମ୍ଭର ଭବିଷ୍ୟଦ୍ ବଂଶଧରମାନଙ୍କରୁ ଜଣେ ସର୍ବଦା ମୋ’ ସମ୍ମୁଖରେ ଇସ୍ରାଏଲର ସିଂହାସନ ଉପରେ ବିରାଜମାନ ହେବ। ଯଦି ତୁମ୍ଭର ପୁତ୍ରମାନେ ନିଜର କର୍ମ ସାବଧାନତା ପୂର୍ବକ କରିବେ, ତେବେ କେବଳ ଏହା ଘଟିବ। ତୁମ୍ଭେ ଯେପରି ମୋର ଆଇନ୍ସବୁ ପାଳନ କରିଅଛ, ସେହିପରି ସେମାନଙ୍କୁ ମଧ୍ୟ ମୋର ଆଇନ୍ ମାନିବାକୁ ପଡ଼ିବ।’