2 ଶାମୁୟେଲ 7:20 - ପବିତ୍ର ବାଇବଲ20 ଏଣୁ ଦାଉଦ ତୁମ୍ଭକୁ ଆଉ କ’ଣ କହିପାରେ? କାରଣ ହେ ପ୍ରଭୁ, ତୁମ୍ଭେ ଆପଣା ଦାସକୁ ଜାଣୁ ଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଏଣୁ ଦାଉଦ ତୁମ୍ଭକୁ ଆଉ କଅଣ କହିପାରେ? କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ଦାସକୁ ଜାଣୁଅଛ। Gade chapit laଓଡିଆ ବାଇବେଲ20 ଏଣୁ ଦାଉଦ ତୁମ୍ଭକୁ ଆଉ କଅଣ କହିପାରେ ? କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଦାସକୁ ଜାଣୁଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଣୁ ଦାଉଦ ତୁମ୍ଭକୁ ଆଉ କଅଣ କହିପାରେ? କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସକୁ ଜାଣୁଅଛ। Gade chapit la |