2 ଶାମୁୟେଲ 7:21 - ପବିତ୍ର ବାଇବଲ21 ତୁମ୍ଭେ ତୁମ୍ଭର ସେବକ ପାଇଁ ଏହିସବୁ ମହାନ କାର୍ଯ୍ୟ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷୟ ଜାଣିବା ନିମନ୍ତେ ମୋତେ ନିର୍ଦ୍ଧାରଣ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ହୃଦୟାନୁସାରେ ଆପଣା ଦାସକୁ ଜଣାଇବା ନିମନ୍ତେ ଏହିସବୁ ମହିମା ପ୍ରସ୍ତୁତ କରିଅଛ। Gade chapit laଓଡିଆ ବାଇବେଲ21 ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ଇଛାନୁସାରେ ଏହିସବୁ ମହାନ କାର୍ଯ୍ୟ କରି ଆପଣା ଦାସକୁ ଜଣାଇ ଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ଇଚ୍ଛାନୁସାରେ ଏହିସବୁ ମହାନ କାର୍ଯ୍ୟ କରି ଆପଣା ଦାସକୁ ଜଣାଇଅଛ। Gade chapit la |
ତ’ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ୟନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, “ହେ ପରମପିତା! ହେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଶଂସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡ଼ିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚେଇ ରଖିଥିଲେ ମଧ୍ୟ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦେଖାଇଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତରେ କରିବାକୁ ଗ୍ଭହୁଁଥିଲ ବୋଲି ତୁମ୍ଭେ ଏହା କଲ।
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ହେତୁରୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ, ମାତ୍ର ଏହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ପାଇଁ ଆଉ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।