2 ଶାମୁୟେଲ 7:22 - ପବିତ୍ର ବାଇବଲ22 ହେ! ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭପରି ଅନ୍ୟ କେହି ନୁହେଁ। ତୁମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର କେହି ନୁହନ୍ତି। ଆମ୍ଭେ ତାହା ଜାଣୁ, ଯେହେତୁ ଆମ୍ଭେମାନେ ତୁମ୍ଭର କାର୍ଯ୍ୟକଳାପ ବିଷୟରେ ଶୁଣିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଏହେତୁ ହେ ସଦାପ୍ରଭୋ ପରମେଶ୍ଵର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ଵର କେହି ନାହିଁ। Gade chapit laଓଡିଆ ବାଇବେଲ22 ଏହେତୁ ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ। Gade chapit la |
ଏବଂ କହିଲେ, “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗ କି ପୃଥିବୀରେ ତୁମ୍ଭ ତୁଲ୍ୟ ସଦାପ୍ରଭୁ କେହି ନାହାନ୍ତି। ତୁମ୍ଭେ ଇସ୍ରାଏଲର ସମସ୍ତ ଲୋକମାନଙ୍କ ସହିତ ଏକ ନିୟମ କରିଥିଲ କାରଣ ତୁମ୍ଭେ ସେମାନଙ୍କୁ ପ୍ରେମ କର। ତୁମ୍ଭେ ତୁମ୍ଭର ନିୟମ ରକ୍ଷା କରିଅଛ। ଯେଉଁମାନେ ତୁମ୍ଭକୁ ସର୍ବାନ୍ତଃକରଣରେ ଅନୁସରଣ କରନ୍ତି ତୁମ୍ଭେ ସେମାନଙ୍କ ପ୍ରତି ଦୟାଳୁ ଓ ବିଶ୍ୱସ୍ତ ହୋଇଥାଅ।