2 ଶାମୁୟେଲ 7:24 - ପବିତ୍ର ବାଇବଲ24 ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହୋଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି ତୁମ୍ଭେ ଅନ; କାଳ ଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ଵର ହୋଇଅଛ। Gade chapit laଓଡିଆ ବାଇବେଲ24 ପୁଣି ତୁମ୍ଭେ ଅନନ୍ତ କାଳ ଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ। Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”