2 ଶାମୁୟେଲ 7:25 - ପବିତ୍ର ବାଇବଲ25 “ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ତୁମ୍ଭର ଦାସ ବିଷୟରେ ଓ ତାହାର ପରିବାର ବିଷୟରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମୋର ପରିବାରକୁ ଗୋଟିଏ ରାଜ ବଂଶରେ ପ୍ରତିଷ୍ଠା କର। Gade chapit laପବିତ୍ର ବାଇବଲ (Re-edited) - (BSI)25 ଏବେ ହେ ସଦାପ୍ରଭୋ, ପରମେଶ୍ଵର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନ; କାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର। Gade chapit laଓଡିଆ ବାଇବେଲ25 ଏବେ ହେ ସଦାପ୍ରଭୁ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତ କାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏବେ ହେ ସଦାପ୍ରଭୋ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତକାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର। Gade chapit la |
ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିୟମ ପାଳନ କରିବ, ତେବେ ସଦାପ୍ରଭୁ ମୋ’ ବିଷୟରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚୟ ହେବ। ସଦାପ୍ରଭୁ କହିଥିଲେ, ‘ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦେଇଥିବା ଆଜ୍ଞାନୁସାରେ ଜୀବନ ଧାରଣ କରିବେ, ତେବେ ଇସ୍ରାଏଲର ସିଂହାସନରେ ତୁମ୍ଭ ବଂଶରୁ ହିଁ ବସିବେ। ସଦାପ୍ରଭୁ ତାଙ୍କର ଏହି ବାକ୍ୟ ପୂରଣ କରିବେ।’”