Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:26 - ପବିତ୍ର ବାଇବଲ

26 ତା'ହେଲେ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହେବ। ଲୋକମାନେ କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲରେ ଶାସନ କରନ୍ତି। ଏବଂ ତୁମ୍ଭର ସେବକ ଦାଉଦର ବଂଶଧର ତୁମ୍ଭର ସେବା କରିବାରେ ଶକ୍ତିଶାଳୀ ହୁଅନ୍ତୁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ଏହି କଥା ଦ୍ଵାରା ତୁମ୍ଭ ନାମ ଅନ; କାଳ ମହତ ହେଉ।

Gade chapit la Kopi

ଓଡିଆ ବାଇବେଲ

26 “ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ,” ଏହି କଥା ଦ୍ୱାରା ତୁମ୍ଭ ନାମ ଅନନ୍ତ କାଳ ମହତ୍ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ଏହି କଥା ଦ୍ୱାରା ତୁମ୍ଭ ନାମ ଅନନ୍ତକାଳ ମହତ୍ ହେଉ।

Gade chapit la Kopi




2 ଶାମୁୟେଲ 7:26
12 Referans Kwoze  

ଏଣୁ ଏହିଭଳି ପ୍ରାର୍ଥନା କର: ‘ହେ ସ୍ୱର୍ଗରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।


ହେ ପରମପିତା, ଆପଣା ନାମକୁ ଗୌରବାନ୍ୱିତ କର।” ସେତେବେଳେ ସ୍ୱର୍ଗରୁ ଏହି ବାଣୀ ଶୁଭିଲା, “ମୁଁ ସେହି ନାମକୁ ଗୌରବାନ୍ୱିତ କରିଛି। ମୁଁ ତାହା ଆଉ ଥରେ କରିବି।”


ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।


ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।


ଏହା ପରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ମୁଁ ଇଚ୍ଛା କରୁଛି ଯେ, ତୁମ୍ଭେ ଇଶ୍ମାଏଲକୁ ଅନୁଗ୍ରହ କରିବ।”


“ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ତୁମ୍ଭର ଦାସ ବିଷୟରେ ଓ ତାହାର ପରିବାର ବିଷୟରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମୋର ପରିବାରକୁ ଗୋଟିଏ ରାଜ ବଂଶରେ ପ୍ରତିଷ୍ଠା କର।


ସନ୍ଧ୍ୟାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିୟ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଗଲେ ଓ କହିଲେ, “ହେ ସଦାପ୍ରଭୁ, ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର ଓ ମୁଁ ଯେ ତୁମ୍ଭର ସେବକ ଏବଂ ମୁଁ ଯେ ତୁମ୍ଭ ବାକ୍ୟ ଅନୁସାରେ ଏହିସବୁ କାର୍ଯ୍ୟ କରିଅଛି।


ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାର ଉତ୍ତର ଦିଅ। ଆଉ ଏହି ଲୋକମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସଦାପ୍ରଭୁ, ପରମେଶ୍ୱର, ତାହାହେଲେ ସେମାନେ ସର୍ବାନ୍ତଃକରଣରେ ଜାଣିବେ ଯେ ତୁମ୍ଭେ ସେମାନଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିଅଛ।”


ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।


Swiv nou:

Piblisite


Piblisite