Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:27 - ପବିତ୍ର ବାଇବଲ

27 “ତୁମ୍ଭ ସକାଶେ, ସର୍ବଶକ୍ତିମାନ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଏହା ମୋତେ ପ୍ରକାଶ କରିଛନ୍ତି। ତୁମ୍ଭେ କହିଲ, ‘ମୁଁ ତୁମ୍ଭର ପରିବାରକୁ ମହାନ କରିବି।’ ସେଥିପାଇଁ ମୁଁ ତୁମ୍ଭର ସେବକ, ଏହି ପ୍ରାର୍ଥନା କରିବାକୁ ତୁମ୍ଭକୁ ପ୍ରାର୍ଥନା କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 କାରଣ ହେ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା।

Gade chapit la Kopi

ଓଡିଆ ବାଇବେଲ

27 କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କାରଣ ହେ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା।

Gade chapit la Kopi




2 ଶାମୁୟେଲ 7:27
10 Referans Kwoze  

ହେ ସଦାପ୍ରଭୁ, ତୁମ୍ଭେ ସେହି ନିରୀହ ଲୋକମାନଙ୍କର ଡାକ ଶୁଣିଛ ବା ସେମାନେ ଯାହା ଗ୍ଭହୁଁଛନ୍ତି ଜାଣିପାରୁଛ। ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନେ ଯାହା ଗ୍ଭହୁଁଛନ୍ତି ତାହା ପ୍ରଦାନ କର।


ଏଠାରେ ଥିବା ଲୋକମାନଙ୍କ ସମ୍ମୁଖରେ ଓ ମୋର ଲୋକମାନଙ୍କର ପ୍ରାଚୀନମାନଙ୍କ ସମ୍ମୁଖରେ ମୁଁ ତୁମ୍ଭକୁ କହିବା ପାଇଁ ନିଷ୍ପତ୍ତି କରିଛି। ଯଦି ତୁମ୍ଭେ ଏହାକୁ କିଣିବାକୁ ଗ୍ଭହଁ, ତେବେ ଏହାକୁ କିଣ! ଯଦି ଏହା ତୁମ୍ଭେ କିଣିବାକୁ ନ ଗ୍ଭହଁ, ତେବେ ମୋତେ କୁହ ଓ ମୁଁ ଏହାକୁ କିଣିବି ଯେହେତୁ ତୁମ୍ଭେ ଜାଣ, ତୁମ୍ଭ ପରେ ମୁଁ ଯଥାର୍ଥ ଲୋକ ଯାହାର ଏହି ଜାଗାକୁ କିଣିବା ପାଇଁ ଅଧିକାର ଅଛି। ଯଦି ତୁମ୍ଭେ କିଣିବାକୁ ଗ୍ଭହଁ ନାହିଁ, ତେବେ ମୁଁ ଏହାକୁ କିଣିବି।”


ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ, ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।


ଶାଉଲ ଆସିବାର ଦିନକପୂର୍ବରୁ ସଦାପ୍ରଭୁ ଶାମୁୟେଲଙ୍କୁ ଏହି କଥା କହିଥିଲେ,


ପୁଣି ମୁଁ ମୋ’ ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବି ଯିଏ ମୋ’ ମନ ଓ ମୋ’ ହୃଦୟ ଅନୁସାରେ କର୍ମ କରିବ। ଆଉ ମୁଁ ତାହାର ଗୃହ ପ୍ରତିଷ୍ଠା କରିବି ଏବଂ ସେ ମୋର ମନୋନୀତ ରାଜାଙ୍କ ସମ୍ମୁଖରେ ସର୍ବଦା ସେବା କରିବ।


ସେ ମୋ’ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁଁ ତା'ର ରାଜ୍ୟକୁ ଚିରଦିନ ପାଇଁ ଶକ୍ତିଶାଳୀ କରିବି।


ଆଉ ଯଦି ତୁମ୍ଭେ ମୋର ଦାସ ଦାଉଦଙ୍କ ପରି ମୋର ବିଧି ଓ ଆଜ୍ଞା ପାଳନ କରିବ, ମୋ’ ପଥରେ ଗ୍ଭଲିବ ଓ ଠିକ୍ ଭାବରେ ଜୀବନଯାପନ କରିବ, ତେବେ ମୁଁ ତୁମ୍ଭ ସହିତ ରହିବି ଓ ମୁଁ ତୁମ୍ଭ ପାଇଁ ଏକ ସାମ୍ରାଜ୍ୟ ପ୍ରତିଷ୍ଠା କରିବି ଓ ଦାଉଦ ପରି ତୁମ୍ଭକୁ ଇସ୍ରାଏଲରେ ଶାସନ କରିବାକୁ ଦେବି।


Swiv nou:

Piblisite


Piblisite