Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:29 - ପବିତ୍ର ବାଇବଲ

29 ବର୍ତ୍ତମାନ, ମୋର ପରିବାରକୁ ଆଶୀର୍ବାଦ କର। ପରମେଶ୍ୱର, ସେମାନେ ତୁମ୍ଭର ଚିରଦିନ ସେବା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ଛିଡ଼ା ହେବା ପାଇଁ ସୁଯୋଗ ଦିଅନ୍ତୁ। ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ଏହିସବୁ କହିଅଛ। ତୁମ୍ଭେ ମୋର ପରିବାରକୁ ଆଶୀର୍ବାଦ କଲ, ତାହା ଚିରଦିନ ପାଇଁ ରହୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏହେତୁ ଯେପରି ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନ; କାଳ ବିଦ୍ୟମାନ ରହିବ, ଏଥିପାଇଁ ଅନୁଗ୍ରହ କରି ତାକୁ ଆଶୀର୍ବାଦ କର; କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପେ ଏହା କହିଅଛ; ଏଣୁ ତୁମ୍ଭ ଦାସର ବଂଶ ତୁମ୍ଭ ଆଶୀର୍ବାଦରେ ଅନ; କାଳ ଆଶୀର୍ବାଦଯୁକ୍ତ ହେଉ।

Gade chapit la Kopi

ଓଡିଆ ବାଇବେଲ

29 ଏହେତୁ ଯେପରି ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତ କାଳ ବିଦ୍ୟମାନ ରହିବ, ଏଥିପାଇଁ ଅନୁଗ୍ରହ କରି ତାକୁ ଆଶୀର୍ବାଦ କର; କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପେ ଏହା କହିଅଛ; ଏଣୁ ତୁମ୍ଭ ଦାସର ବଂଶ ତୁମ୍ଭ ଆଶୀର୍ବାଦରେ ଅନନ୍ତ କାଳ ଆଶୀର୍ବାଦଯୁକ୍ତ ହେଉ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏହେତୁ ଯେପରି ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ବିଦ୍ୟମାନ ରହିବ, ଏଥିପାଇଁ ଅନୁଗ୍ରହ କରି ତାକୁ ଆଶୀର୍ବାଦ କର; କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପେ ଏହା କହିଅଛ; ଏଣୁ ତୁମ୍ଭ ଦାସର ବଂଶ ତୁମ୍ଭ ଆଶୀର୍ବାଦରେ ଅନନ୍ତକାଳ ଆଶୀର୍ବାଦଯୁକ୍ତ ହେଉ।”

Gade chapit la Kopi




2 ଶାମୁୟେଲ 7:29
6 Referans Kwoze  

ହେ ସଦାପ୍ରଭୁ, ତୁମ୍ଭେ ସ୍ୱୟଂ ମୋର ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମୋର ପରିବାର ପ୍ରକୃତରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହେବ।”


ସଦାପ୍ରଭୁ ତାଙ୍କର ନିଜର ରାଜାଙ୍କୁ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରିଛନ୍ତି। ସେ ତାଙ୍କର ମନୋନୀତ ରାଜା ଦାଉଦଙ୍କ ପ୍ରତି ପ୍ରେମ ଦେଖାଇଛନ୍ତି। ସେଥିପାଇଁ ସେ ଦାଉଦ ଓ ତାଙ୍କର ପରିବାରବର୍ଗମାନଙ୍କ ପ୍ରତି ଅନନ୍ତକାଳ ପାଇଁ ଦୟା ଦେଖାଇଛନ୍ତି।


ଏହା ପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସେମାନଙ୍କଠାରୁ ତାଙ୍କ ରାଜଧାନୀର କର୍ତ୍ତୃତ୍ୱ ନେଲେ।


କର୍ଣ୍ଣଡେରି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


Swiv nou:

Piblisite


Piblisite