2 ଶାମୁୟେଲ 7:3 - ପବିତ୍ର ବାଇବଲ3 ନାଥନ ରାଜା ଦାଉଦଙ୍କୁ କହିଲେ, “ତୁମ୍ଭର ଯାହା ଇଚ୍ଛା ତାହା କର, କାରଣ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)3 ତହିଁରେ ନାଥନ ରାଜାଙ୍କୁ କହିଲେ, ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି। Gade chapit laଓଡିଆ ବାଇବେଲ3 ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।” Gade chapit la |
ରାଜା ଦାଉଦ ଉଠି ଠିଆ ହେଲେ ଓ କହିଲେ, “ହେ ମୋର ଭ୍ରାତା ଓ ମୋର ଲୋକଗଣ, ମୋର କଥା ଶୁଣ। ମୋର ହୃଦୟରେ ମୁଁ ସଦାପ୍ରଭୁଙ୍କ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ଇଚ୍ଛା କରିଥିଲି। ପରମେଶ୍ୱରଙ୍କ ପାଦପୀଠ ହେବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ମୁଁ ଇଚ୍ଛା କରିଥିଲି। ଆଉ, ପରମେଶ୍ୱରଙ୍କ ସେହି ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଅନେକ ଯୋଜନାମାନ କରିଥିଲି।
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।