Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:5 - ପବିତ୍ର ବାଇବଲ

5 “ତୁମ୍ଭେ ଯାଅ ଓ ମୋର ଦାସ ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମୋର ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଧିଷ୍ଟ ବ୍ୟକ୍ତି ନୁହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ?

Gade chapit la Kopi

ଓଡିଆ ବାଇବେଲ

5 “ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି,’ ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 “ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ?

Gade chapit la Kopi




2 ଶାମୁୟେଲ 7:5
11 Referans Kwoze  

ପରମେଶ୍ୱର କହିଲେ, “ଯାଅ ଓ ଏହିସବୁ ବିଷୟ ମୋହର ଦାସ ଦାଉଦକୁ ଜଣାଅ; ସଦାପ୍ରଭୁ କହନ୍ତି, ‘ଦାଉଦ, ଆମ୍ଭେ ଯେଉଁ ଗୃହରେ ବାସ କରିବା, ସେହି ଗୃହକୁ ନିର୍ମାଣ କରିବା ଲୋକ ତୁମ୍ଭେ ନୁହଁ।


କିନ୍ତୁ ସେହି ରାତ୍ରିରେ ସଦାପ୍ରଭୁଙ୍କର ବାର୍ତ୍ତା ନାଥନଙ୍କ ନିକଟକୁ ଆସିଲା: ଏହା ଥିଲା,


“ତୁମ୍ଭେ ତ ଆମ୍ଭ ପାଇଁ ଗୃହ ନିର୍ମାଣ କଲ। ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ପରିଗ୍ଭଳିତ ହେବ, ଆମ୍ଭର ସମସ୍ତ ବ୍ୟବସ୍ଥା ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଗ୍ଭଲିବ ତେବେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ସେହି ବାକ୍ୟ ଆମ୍ଭେ ତୁମ୍ଭ ପ୍ରତି ସଫଳ କରିବୁ।


ସଦାପ୍ରଭୁ ଏହିକଥା କୁହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭେମାନେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରି ପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହେବ?


ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ନିମନ୍ତେ ରାଜା ଶଲୋମନ ଏକ ବଡ଼ ପଥର କାଟିବା ପାଇଁ ସେମାନଙ୍କୁ ଆଦେଶ ଦେଲେ।


କିନ୍ତୁ ପରମେଶ୍ୱର ମୋତେ କହିଲେ, ‘ନା, ଦାଉଦ, ତୁମ୍ଭେ ମୋ’ ନାମରେ ଆଦୌ ମନ୍ଦିର ନିର୍ମାଣ କରିବ ନାହିଁ। ତୁମ୍ଭେ ତାହା କରିବ ନାହିଁ, କାରଣ ତୁମ୍ଭେ ଜଣେ ସୈନିକ ଓ ତୁମ୍ଭେ ଅନେକ ଲୋକଙ୍କୁ ହତ୍ୟା କରିଅଛ।’


ମନୁଷ୍ୟ କଳ୍ପନା କରେ। କିନ୍ତୁ ନିର୍ଣ୍ଣୟ ସଦାପ୍ରଭୁଙ୍କ ପାଖରୁ ଆସେ।


Swiv nou:

Piblisite


Piblisite