2 ଶାମୁୟେଲ 8:17 - ପବିତ୍ର ବାଇବଲ17 ଅହୀଟୂବର ପୁତ୍ର ସାଦୋକ୍ ଓ ଅବିୟାଥରର ପୁତ୍ର ଅହୀମେଲକ ଯାଜକ ଥିଲେ। ସରାୟ ଲେଖକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି ଅହୀଟୂବର ପୁତ୍ର ସାଦୋକ୍ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା; Gade chapit laଓଡିଆ ବାଇବେଲ17 ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି ଅହୀଟୂବ୍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା; Gade chapit la |
ତୁମ୍ଭେମାନେ କ’ଣ ପଢ଼ି ନାହଁ ଯେ, ଅବିୟାଥର ମହାଯାଜକ ଥିବା ସମୟରେ ଦାଉଦ ପରମେଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ଖାଦ୍ୟ ଖାଇଥିଲେ? ମୋଶାଙ୍କ ନିୟମ ଅନୁସାରେ ଯାଜକମାନେ କେବଳ ସେହି ଖାଦ୍ୟ ଖାଇ ପାରିବେ। ତାହାଙ୍କ ବ୍ୟତୀତ ଆଉ କାହାରିକୁ ସେହି ଖାଦ୍ୟ ଖାଇବାର ଅଧିକାର ନାହିଁ। କିନ୍ତୁ ଦାଉଦ ସେ ଖାଦ୍ୟରୁ କିଛି ମଧ୍ୟ ତାହାଙ୍କ ସହିତ ଥିବା ଲୋକମାନଙ୍କୁ ଖାଇବାକୁ ଦେଇଥିଲେ।”
“କିନ୍ତୁ ସମସ୍ତ ଲେବୀୟ ଯାଜକଗଣ, ସାଦୋକର ଭବିଷ୍ୟଦ୍ ବଂଶଧରଗଣ ଯେଉଁମାନେ ମୋର ପବିତ୍ର ସ୍ଥାନ ନିୟମ ଅନୁସରଣ କଲେ, ଯେତେବେଳେ ଇସ୍ରାଏଲୀୟମାନେ ମୋ'ଠାରୁ ବିପଥଗାମୀ ହେଲେ, ସେମାନେ ମୋ’ ପାଖକୁ ସେବା କରିବା ପାଇଁ ଆସିବାକୁ ସମର୍ଥ ହେବ। ସେମାନେ ମୋ’ ଉଦ୍ଦେଶ୍ୟରେ ମେଦ ଓ ରକ୍ତ ବଳିଦାନ ହୋଇଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମୋ’ ସମ୍ମୁଖରେ ଠିଆ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।