Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 9:4 - ପବିତ୍ର ବାଇବଲ

4 ରାଜା ଦାଉଦ ସୀବଃଙ୍କୁ କହିଲେ, “ସେ ପୁତ୍ର କେଉଁଠାରେ ଅଛି?” “ସେ ପୁତ୍ର ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଘରେ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ରାଜା ତାହାକୁ ପଚାରିଲେ, ସେ କେଉଁଠାରେ ଅଛି? ତହିଁରେ ସୀବଃ ରାଜାଙ୍କୁ କହିଲା, ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।

Gade chapit la Kopi

ଓଡିଆ ବାଇବେଲ

4 ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।”

Gade chapit la Kopi




2 ଶାମୁୟେଲ 9:4
4 Referans Kwoze  

ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ। ଯୋଷେଫ ମନଃଶିର, ମାଖୀର୍ ନାମକ ପୁତ୍ରର ଶିଶୁ ସନ୍ତାନମାନଙ୍କୁ କୋଳ କଲେ।


ଯୋନାଥନର ପୁତ୍ରକୁ ଆଣିବା ପାଇଁ ରାଜା ଦାଉଦ ତାଙ୍କର ପଦସ୍ଥ କର୍ମଗ୍ଭରୀମାନଙ୍କୁ ଲୋ-ଦବାରରେ ମାଖୀରଙ୍କ ଅମ୍ମୀୟେଲର ପୁତ୍ର ଘରକୁ ପଠାଇଲେ।


ତୁମ୍ଭେମାନେ ତୁଚ୍ଛାରେ ଆନନ୍ଦ କରୁଛ। ଆଉ ତୁମ୍ଭେମାନେ କହୁଛ, “ଆମ୍ଭେ ନିଜ ତୁଚ୍ଛାରେ ଆନନ୍ଦ ଶିଙ୍ଗ ଲାଭ କରିଅଛୁ।”


Swiv nou:

Piblisite


Piblisite