2 ଶାମୁୟେଲ 9:6 - ପବିତ୍ର ବାଇବଲ6 ଯୋନାଥନର ପୁତ୍ର ମଫୀବୋଶତ୍ ଆସି ରାଜା ଦାଉଦଙ୍କୁ ଭୂମିଷ୍ଟ ପ୍ରଣାମ କଲା। ଦାଉଦ କହିଲେ, “ତୁମ୍ଭେ ମଫୀବୋଶତ୍।” ସେ କହିଲା, “ହଁ, ମହାପ୍ରଭୁ, ମୁଁ ହେଉଛି ଆପଣଙ୍କର ଦାସ ମଫୀବୋଶତ୍,” Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, ହେ ମଫୀବୋଶତ୍। ସେ ଉତ୍ତର କଲା, ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି। Gade chapit laଓଡିଆ ବାଇବେଲ6 ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।” Gade chapit la |
ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଏକ ପୁତ୍ର ଥିଲେ, ଯାହାଙ୍କର ନାମଥିଲା ମଫୀବୋଶତ୍। ଯେତେବେଳେ ତାକୁ ମାତ୍ର ପାଞ୍ଚ ବର୍ଷ ବୟସ ହୋଇଥିଲା, ସେତେବେଳେ ଯିଷ୍ରିୟେଲରୁ ଖବର ଆସିଲା ଯେ, ଶାଉଲ ଏବଂ ଯୋନାଥନକୁ ହତ୍ୟା କରାଯାଇଛି। ଯେତେବେଳେ ମଫୀବୋଶତ୍ର ଧାତ୍ରୀ ଏ ଖବର ପାଇଲା, ସେ ମଫୀବୋଶତକୁ ଉଠାଇଲା ଏବଂ ସେ ଭୟରେ ଦୌଡ଼ି ପଳାଇଲା। କିନ୍ତୁ ପିଲାଟି ତଳେ ପଡ଼ିଗଲା ଏବଂ ତା'ପରେ ତା'ର ଦୁଇ ଗୋଡ଼ ଛୋଟା ହୋଇଗଲା।