୨ ଥେସଲନୀକୀୟ 1:12 - ପବିତ୍ର ବାଇବଲ12 ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ୟମରେ ମହିମାନ୍ୱିତ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭେମାନେ ମଧ୍ୟ ତାହାଙ୍କଠାରେ ମହିମାନ୍ୱିତ ହୋଇପାରିବ। ଆମ୍ଭ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାରୁ ସେହି ମହିମା ପ୍ରାପ୍ତ ହୁଏ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତାହାହେଲେ ଆମ୍ଭମାନଙ୍କ ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ଵିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ଵିତ ହେବ। Gade chapit laଓଡିଆ ବାଇବେଲ12 ତାହାହେଲେ ଆମ୍ଭମାନଙ୍କ ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ । Gade chapit laପବିତ୍ର ବାଇବଲ (CL) NT (BSI)12 ଏହିପରି ଭାବରେ ଆମ ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହରୁ, ତୁମେ ଆମ ପ୍ରଭୁ ଯୀଶୁଙ୍କ ନାମକୁ ଗୌରବାନ୍ୱିତ କରିପାରିବ ଓ ତୁମକୁ ମଧ୍ୟ ସେ ଗୌରବାନ୍ୱିତ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ। Gade chapit la |
ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।