୨ ଥେସଲନୀକୀୟ 1:5 - ପବିତ୍ର ବାଇବଲ5 ପରମେଶ୍ୱର ତାହାଙ୍କର ବିଗ୍ଭରରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ୟରେ ପ୍ରବେଶ ପାଇଁ ଯୋଗ୍ୟ ହୁଅ, ଯେଉଁଥିପାଇଁ ତୁମ୍ଭେମାନେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଈଶ୍ଵରଙ୍କ ଯେଉଁ ରାଜ୍ୟନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗ କରୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ଵରଙ୍କ ଯଥାର୍ଥ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, Gade chapit laଓଡିଆ ବାଇବେଲ5 ଈଶ୍ୱରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ୱରଙ୍କ ଉଚିତ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, Gade chapit laପବିତ୍ର ବାଇବଲ (CL) NT (BSI)5 ଏ ସମସ୍ତରୁ ପ୍ରମାଣିତ ହେଉଛି ଯେ, ଈଶ୍ୱରଙ୍କ ବିଚାର ଯଥାର୍ଥ ଏବଂ ତୁମ୍ଭେମାନେ ତାହାଙ୍କ ରାଜ୍ୟର ଯୋଗ୍ୟ ହେବ, କାରଣ ସେହି ରାଜ୍ୟ ନିମନ୍ତେ ତୁମ୍ଭେମାନେ ଉତ୍ପୀଡ଼ିତ ହେଉଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, Gade chapit la |
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ।