୨ ଥେସଲନୀକୀୟ 3:12 - ପବିତ୍ର ବାଇବଲ12 ଆମ୍ଭେ ସେମାନଙ୍କୁ ଆଦେଶ ଦେଉଛୁ ଯେ, ସେମାନେ ଅନ୍ୟମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ିଦିଅନ୍ତୁ। ସେମାନେ କର୍ମ କରି ନିଜର ଖାଦ୍ୟ ପାଇଁ ଉପାର୍ଜନ କରନ୍ତୁ। ଏଭଳି ଲୋକମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେ ଅନୁରୋଧ କରୁଛୁ ଯେ, ସେମାନେ ଏପରି କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏହିପ୍ରକାର ଲୋକମାନଙ୍କୁ ଶା; ଭାବରେ କାର୍ଯ୍ୟ କରି ନିଜ ନିଜର ଅନ୍ନ ଭୋଜନ କରିବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ। Gade chapit laଓଡିଆ ବାଇବେଲ12 ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ । Gade chapit laପବିତ୍ର ବାଇବଲ (CL) NT (BSI)12 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମେ ସେହି ଲୋକମାନଙ୍କୁ ସତର୍କ କରି ଆଦେଶ ଦେଉଛୁ, ସେମାନେ ଜୀବନରେ ଆଉ ଟିକିଏ ସଂଯତ ହୋଇ ନିଜର ଜୀବିକା ଉପାର୍ଜନ କରନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ। Gade chapit la |
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।