୨ ଥେସଲନୀକୀୟ 3:2 - ପବିତ୍ର ବାଇବଲ2 ଆହୁରି ମଧ୍ୟ ପ୍ରାର୍ଥନା କର, ଯେ ଆମ୍ଭେ ଭ୍ରଷ୍ଟ ଓ ମନ୍ଦ ଲୋକମାନଙ୍କଠାରୁ ଯେପରି ସୁରକ୍ଷିତ ରହୁ। (କାରଣ ସମସ୍ତଙ୍କର ତ ପ୍ରଭୁଙ୍କଠାରେ ବିଶ୍ୱାସ ନ ଥାଏ।) Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ଵାସ ନାହିଁ। Gade chapit laଓଡିଆ ବାଇବେଲ2 ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)2 ଆହୁରି ମଧ୍ୟ ପ୍ରାର୍ଥନା କର, ଈଶ୍ୱର ଯେପରି ଆମକୁ ଦୁଷ୍ଟ ଓ ଖଳ ଲୋକମାନଙ୍କ ହାତରୁ ରକ୍ଷା କରିବେ, କାରଣ ସମସ୍ତେ ସୁସମାଚାରର ବିଶ୍ୱାସୀ ନୁହଁନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ। Gade chapit la |
“ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖରେ ଯାହା ଅଛି, ତା'ର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ୟ ଦଶ ଭାଗରୁ ଏକ ଭାଗ ତୁମ୍ଭେ ପରମେଶ୍ୱରଙ୍କୁ ଦେଉଛ, କିନ୍ତୁ ତୁମ୍ଭେମାନେ ନିୟମର ଅଧିକ ନ୍ୟାୟ, ଦୟା ଓ ବିଶ୍ୱାସ ଭଳି ମହତ୍ତ୍ୱପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁ ନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚିତ୍। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ୟ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚିତ୍।