୨ ତୀମଥି 1:10 - ପବିତ୍ର ବାଇବଲ10 ସେହି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ଆମ୍ଭକୁ ଦେଖାଯାଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠାରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ୟୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦେଖାଇଲେ। ସୁସମାଗ୍ଭର ମାଧ୍ୟମରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦେଖାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆବିର୍ଭାବ ଦ୍ଵାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି; ପୁଣି, ସୁସମାଚାର ଦ୍ଵାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି; Gade chapit laଓଡିଆ ବାଇବେଲ10 କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)10 ଏବେ ଏହି ଧରାଧାମରେ ଆବିର୍ଭୂତ ହୋଇ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁ ଏ ସମସ୍ତ ବିଷୟ ପ୍ରକାଶ କରିଛନ୍ତି। ସେ ମୃତ୍ୟୁର ଶକ୍ତିକୁ ଲୋପ କରିଛନ୍ତି ଏବଂ ତାଙ୍କର ସୁସମାଚାର ଦ୍ୱାରା ଅନନ୍ତ ଜୀବନର ପଥ ପ୍ରକାଶ କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି; Gade chapit la |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।