୨ ତୀମଥି 1:4 - ପବିତ୍ର ବାଇବଲ4 ତୁମ୍ଭେ ମୋ’ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ୱାସ ମୁଁ ମନେପକାଏ। Gade chapit laପବିତ୍ର ବାଇବଲ (Re-edited) - (BSI)4 ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକା; ଇଚ୍ଛା କରୁଅଛି; Gade chapit laଓଡିଆ ବାଇବେଲ4 ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି; Gade chapit laପବିତ୍ର ବାଇବଲ (CL) NT (BSI)4 ତୁମର ଅଶ୍ରୁଧାରା ମୋର ମନେ ଅଛି ଏବଂ ତୁମକୁ ଦେଖି ସୁଖୀ ହେବା ପାଇଁ ମୁଁ ଉକ୍ରଣ୍ଠିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି; Gade chapit la |