୨ ତୀମଥି 2:10 - ପବିତ୍ର ବାଇବଲ10 ଅତଏବ ମୁଁ ଧୈର୍ଯ୍ୟପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ୱର ଯେତେ ଲୋକଙ୍କୁ ବାଛିଛନ୍ତି, ସେମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନେବାର କାରଣ ଯେ, ସେହି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ପରିତ୍ରାଣ ପାଇ ପାରିବେ। ସେହି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆସେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନ; ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପ୍ରାପ୍ତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି। Gade chapit laଓଡିଆ ବାଇବେଲ10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)10 ଈଶ୍ୱରଙ୍କ ମନୋନୀତ ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରୁ ପ୍ରାପ୍ତ ପରିତ୍ରାଣ ଓ ଶାଶ୍ୱତ ଗୌରବ ଲାଭ କରନ୍ତୁ, ଏହି ଉଦ୍ଦେଶ୍ୟରେ ମୁଁ ସମସ୍ତ ନିର୍ଯ୍ୟାତନା ସହ୍ୟ କରୁଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି। Gade chapit la |
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।