୨ ତୀମଥି 2:12 - ପବିତ୍ର ବାଇବଲ12 ଯଦି ଆମ୍ଭେ ଯାତନା ସହିବା, ତା'ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା'ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ରାଜତ୍ଵ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ଵୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ଵୀକାର କରିବେ; Gade chapit laଓଡିଆ ବାଇବେଲ12 ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ; Gade chapit laପବିତ୍ର ବାଇବଲ (CL) NT (BSI)12 କଷ୍ଟଭୋଗରେ ଯଦି ଅବିଚଳିତ ରହିଥିବୁ, ତାଙ୍କ ସହିତ ଆମ୍ଭେମାନେ ରାଜତ୍ୱ କରିବୁ। ତାଙ୍କୁ ଅସ୍ୱୀକାର କଲେ, ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ; Gade chapit la |
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।