୨ ତୀମଥି 2:15 - ପବିତ୍ର ବାଇବଲ15 ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସତ୍ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି। Gade chapit laପବିତ୍ର ବାଇବଲ (Re-edited) - (BSI)15 ସତ୍ୟବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ଵରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯନି କର। Gade chapit laଓଡିଆ ବାଇବେଲ15 ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର । Gade chapit laପବିତ୍ର ବାଇବଲ (CL) NT (BSI)15 ତୁମେ ଲଜ୍ଜାବୋଧ ନ କରି ଯଥାଶକ୍ତି ନିର୍ଭୁଲ ଭାବରେ ଈଶ୍ୱରଙ୍କ ସତ୍ୟବାର୍ତ୍ତା ପରିବେଷଣ କର; ତାହାହେଲେ, ଜଣେ ବିଶ୍ୱସ୍ତ କର୍ମୀ ରୂପେ ତୁମେ ଈଶ୍ୱରଙ୍କ ପୂର୍ଣ୍ଣ ସମର୍ଥନ ଲାଭ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର। Gade chapit la |
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।