୨ ତୀମଥି 2:5 - ପବିତ୍ର ବାଇବଲ5 ଜଣେ ଖେଳାଳୀ ପୁରସ୍କାର ଜିଣିବା ପାଇଁ ଦୌଡ଼ର ସମସ୍ତ ନିୟମ ପାଳନ କରିବା ଦରକାର। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆହୁରି ମଧ୍ୟ ଯଦି ଜଣେ ଲୋକ କ୍ରୀଡ଼ାରେ ପ୍ରତିଦ୍ଵନ୍ଦିତା କରେ, ସେ ନିୟମାନୁସାରେ ତାହା ନ କଲେ ମୁକୁଟ ପ୍ରାପ୍ତ ହୁଏ ନାହିଁ। Gade chapit laଓଡିଆ ବାଇବେଲ5 ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)5 ଦୌଡ଼ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ଖେଳୁଆଡ଼ ପ୍ରତିଯୋଗିତାର ନିୟମାବଳୀ ପାଳନ ନ କଲେ, ସେଥିରେ ସେ କୃତକାର୍ଯ୍ୟ ହୋଇ ପୁରସ୍କାର ଲାଭ କରିପାରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ। Gade chapit la |
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।