୨ ତୀମଥି 2:8 - ପବିତ୍ର ବାଇବଲ8 ଯୀଶୁ ଖ୍ରୀଷ୍ଟଙ୍କୁ ମନେ ପକାଅ। ସେ ଦାଉଦଙ୍କ ପରିବାରର ଅଟନ୍ତି। ଯୀଶୁ ମୃତ୍ୟୁପରେ ପୁନଃ ଜୀବିତ ହୋଇଉଠିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ମୋʼ ଦ୍ଵାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର। Gade chapit laଓଡିଆ ବାଇବେଲ8 ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର | Gade chapit laପବିତ୍ର ବାଇବଲ (CL) NT (BSI)8 ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁଯାୟୀ ଯେଉଁ ମୃତ୍ୟୁଞ୍ଜୟୀ ଯୀଶୁ ଖ୍ରୀଷ୍ଟ ଦାଉଦ ରାଜାଙ୍କ ବଂଶଧର, ତାଙ୍କୁ ସ୍ମରଣ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର। Gade chapit la |