୨ ତୀମଥି 4:14 - ପବିତ୍ର ବାଇବଲ14 କ’ଣ ଆଲେକ୍ଜାଣ୍ଡାର ମୋର ବହୁତ ଅନିଷ୍ଟ କରିଛି। ପ୍ରଭୁ ତାହାକୁ ଏହି କାର୍ଯ୍ୟଗୁଡ଼ିକ ଲାଗି ଦଣ୍ଡ ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 କଂସାରି ଆଲେକ୍ଜାଣ୍ତର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାଙ୍କୁ ପ୍ରତିଫଳ ଦେବେ; Gade chapit laଓଡିଆ ବାଇବେଲ14 କଂସାରି ଆଲେକ୍ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାଙ୍କୁ ପ୍ରତିଫଳ ଦେବେ; Gade chapit laପବିତ୍ର ବାଇବଲ (CL) NT (BSI)14 କଂସାରି ଅଲେକ୍ଜାଣ୍ଡେର ମୋର ବହୁତ ଅନିଷ୍ଟ କରିଛି - ପ୍ରଭୁଙ୍କଠାରୁ ସେ ନିଜ କର୍ମ ଅନୁସାରେ ଫଳ ପାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କଂସାରି ଆଲେକ୍ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ; Gade chapit la |
ଯଦି କେହି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସେହି ପାପ ମୃତ୍ୟୁଜନକ, ତେବେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ୍। ତହିଁରେ ପରମେଶ୍ୱର ସେମାନଙ୍କୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସେମାନଙ୍କୁ ଅନନ୍ତ ମୃତ୍ୟୁ ପାଖକୁ ନେଇ ଯାଇପାରିବ ନାହିଁ। ଏପରି ପାପ ମଧ୍ୟ ଅଛି, ଯାହାର ପରିଣାମ ମୃତ୍ୟୁ ଅଟେ। ମୁଁ ତୁମ୍ଭମାନଙ୍କୁ ସେହିପରି ପାପ ବିଷୟରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।