Biblia Todo Logo
Bib sou entènèt

- Piblisite -




୨ ତୀମଥି 4:20 - ପବିତ୍ର ବାଇବଲ

20 ଏରାଷ୍ଟ କରିନ୍ଥ ନଗରଠାରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠାରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି।

Gade chapit la Kopi

ଓଡିଆ ବାଇବେଲ

20 ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ୍ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଇଗଷ୍ଟସ୍ କରିନ୍ଥରେ ରହି ଯାଇଛନ୍ତି। ଟ୍ରୋଫିମସ୍ଙ୍କୁ ତାଙ୍କ ଅସୁସ୍ଥତା ଲାଗି ମୁଁ ମିଲିଟସ୍ରେ ଛାଡ଼ି ଆସିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି।

Gade chapit la Kopi




୨ ତୀମଥି 4:20
9 Referans Kwoze  

ତାହାଙ୍କ ସହିତ ବେରୟା ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥେସଲନୀକୀୟର ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।


ସେମାନେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସେମାନେ ଅନୁମାନ କରିନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।


ତେଣୁ ସେ ତାହାଙ୍କର ଦୁଇଜଣ ସାହାଯ୍ୟକାରୀ ଅର୍ଥାତ୍ ତୀମଥି ଓ ଏରାଷ୍ଟଙ୍କୁ ମାକିଦନିଆକୁ ପଠାଇଲେ। ସେ ନିଜେ ଆଉ କିଛି ଅଧିକ ସମୟ ଏସିଆରେ କଟାଇଲେ।


ମୋତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ୟ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରଣାମ ଜଣାଉଛନ୍ତି। ଏରାଷ୍ଟ ନାମକ, ଏହି ନଗରର କୋଷାଧ୍ୟକ୍ଷ ଓ କ୍ୱାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।


ତହିଁ ଆରଦିନ ଆମ୍ଭେ ସେଠାରୁ ଜାହାଜରେ ଖିଅ ଉପଦ୍ୱୀପ ସାମନାରେ ଆସି ପହଞ୍ଚିଲୁ। ତା'ପରେ ଦ୍ୱିତୀୟ ଦିନ ଆମ୍ଭେ ମିଳିତ ନଗରରେ ପହଞ୍ଚିଲୁ।


ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଇଲେ।


ପାଉଲ ଆଥୀନୀ ନଗର ଛାଡ଼ି କରିନ୍ଥ ନଗରକୁ ଆସିଲେ।


କ୍ରୀଷ୍ପ ସେ ସମାଜଗୃହର ମୁଖ୍ୟ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ୱାସ କଲେ। ଅନେକ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ୱାସ କଲେ ଓ ବାପ୍ତିଜିତ ହେଲେ।


Swiv nou:

Piblisite


Piblisite