୩ ଯୋହନ 1:12 - ପବିତ୍ର ବାଇବଲ12 ଦୀମୀତ୍ରିୟଙ୍କ ବିଷୟରେ ସମସ୍ତେ ଭଲକଥା କହନ୍ତି। ସେମାନେ ଯାହା କହନ୍ତି, ସତ୍ୟ ଏଥିର ସାକ୍ଷ୍ୟ ଦିଏ। ଆମ୍ଭେ ମଧ୍ୟ ତାହା ବିଷୟରେ ଭଲକଥା କହୁ, ଏବଂ ତୁମ୍ଭେ ଜାଣ ଯେ ଆମ୍ଭର ସାକ୍ଷ୍ୟ ସତ୍ୟ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ। Gade chapit laଓଡିଆ ବାଇବେଲ12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ । Gade chapit laପବିତ୍ର ବାଇବଲ (CL) NT (BSI)12 ସମସ୍ତେ ଡିମଂଟ୍ରିଅସ୍ଙ୍କ ପ୍ରଶଂସା କରୁଛନ୍ତି; ସତ୍ୟର ମାପକାଠି ଦ୍ୱାରା ସେ ପ୍ରଶଂସିତ। ଆମେ ମଧ୍ୟ ତାଙ୍କୁ ସମର୍ଥନ କରୁଛୁ। ତୁମେ ଜାଣିଛ, ଆମେ ଯାହା କହୁ, ତାହା ସବୁ ନିରାଟ ସତ୍ୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ। Gade chapit la |
ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”