୩ ଯୋହନ 1:4 - ପବିତ୍ର ବାଇବଲ4 ମୁଁ ଯେତେବେଳେ ଶୁଣେ ଯେ ମୋର ପିଲାମାନେ ସତ୍ୟର ମାର୍ଗ ଅନୁସରଣ କରୁଛନ୍ତି, ତାହା ମୋତେ ବିଶେଷ ଆନନ୍ଦ ଦିଏ। Gade chapit laପବିତ୍ର ବାଇବଲ (Re-edited) - (BSI)4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ। Gade chapit laଓଡିଆ ବାଇବେଲ4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)4 ମୋର ପିଲାମାନେ ସତ୍ୟକୁ ଅନୁସରଣ କରି ଜୀବନ ଯାପନ କରୁଛନ୍ତି ବୋଲି ଶୁଣିଲେ, ମୋର ସବୁାଂରୁ ଅଧିକ ଆନନ୍ଦ ହୁଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ। Gade chapit la |
ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିୟମ ପାଳନ କରିବ, ତେବେ ସଦାପ୍ରଭୁ ମୋ’ ବିଷୟରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚୟ ହେବ। ସଦାପ୍ରଭୁ କହିଥିଲେ, ‘ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦେଇଥିବା ଆଜ୍ଞାନୁସାରେ ଜୀବନ ଧାରଣ କରିବେ, ତେବେ ଇସ୍ରାଏଲର ସିଂହାସନରେ ତୁମ୍ଭ ବଂଶରୁ ହିଁ ବସିବେ। ସଦାପ୍ରଭୁ ତାଙ୍କର ଏହି ବାକ୍ୟ ପୂରଣ କରିବେ।’”
ଏହି ଯିହୂଦୀମାନେ ଯାହା ଯାହା କଲେ, ମୁଁ ଦେଖିଲି। ସେମାନେ ସୁସମାଗ୍ଭର ସତ୍ୟର ପାଳନ କରୁ ନ ଥିଲେ। ତେଣୁ ସମସ୍ତ ଅନ୍ୟ ଯିହୂଦୀମାନେ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: “ପିତର! ତୁମ୍ଭେ ଜଣେ ଯିହୂଦୀ! କିନ୍ତୁ ତୁମ୍ଭେ ଜଣେ ଯିହୂଦୀଙ୍କ ଭଳି ଜୀବନଯାପନ କରୁ ନାହଁ। ତୁମ୍ଭେ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଭେ ଅଣଯିହୂଦୀମାନଙ୍କୁ, ଯିହୂଦୀଲୋକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ୟ କରୁଛ?”