ପ୍ରେରିତ 1:14 - ପବିତ୍ର ବାଇବଲ14 ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକଚିତ୍ତରେ ପ୍ରାର୍ଥନାରେ ନିବିଷ୍ଟ ହୋଇ ରହିଲେ। Gade chapit laଓଡିଆ ବାଇବେଲ14 ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ । Gade chapit laପବିତ୍ର ବାଇବଲ (CL) NT (BSI)14 ସେମାନେ ଅଧିକାଂଶ ସମୟରେ ଗୋଟିଏ ଦଳ ରୂପେ ପ୍ରାର୍ଥନା କରିବା ପାଇଁ ଏକତ୍ରିତ ହେଉଥିଲେ ଓ ସେମାନଙ୍କ ସହିତ ଯୀଶୁଙ୍କ ମାତା ମରିୟମ ଓ ଅନ୍ୟାନ୍ୟ ସ୍ତ୍ରୀ ଲୋକମାନେ ଏବଂ ଯୀଶୁଙ୍କ ଭାଇମାନେ ମଧ୍ୟ ଯୋଗ ଦେଉଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ। Gade chapit la |