Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:21 - ପବିତ୍ର ବାଇବଲ

21-22 ତେଣୁ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କର ପୁନରୁ‌ତ୍‌ଥାନର ସାକ୍ଷୀ ହେବା ନିମନ୍ତେ ଆଉ ଜଣେ ଆମ୍ଭ ସହିତ ଯୋଗ ଦେବା ନିତାନ୍ତ ଜରୁରୀ ଅଟେ। ତେଣୁ ପ୍ରଭୁ ଯୀଶୁ ଆମ୍ଭ ସହିତ ଥିବା ସମୟରେ ସେତେବେଳେ ଆମ୍ଭମାନଙ୍କ ଭିତରେ ଯେତେ ଜଣ ଥିଲେ ସେମାନଙ୍କ ମଧ୍ୟରୁ ଆଉ ଜଣକୁ ହିଁ ବଛାଯିବ। ଅନ୍ୟଭାଷାରେ କହିବାକୁ ଗଲେ, ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ଦିନଠାରୁ ଯୀଶୁଙ୍କୁ ଆମ୍ଭମାନଙ୍କ ମଧ୍ୟରୁ ଊର୍ଦ୍ଧ୍ୱକୁ ନିଆ ହୋଇଯିବା ପର୍ଯ୍ୟନ୍ତ ଏହି ଲୋକ ଜଣକ ଆମ୍ଭ ସଙ୍ଗରେ ରହିଥିବା ଉଚିତ୍।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଅତଏବ, ଯୋହନ ବାପ୍ତିସ୍ମ ଦେବା ସମୟଠାରୁ ଆରମ୍ଭ କରି ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ଵରେ ଗୃହୀତ ହେବା ଦିନ ପର୍ଯ୍ୟନ୍ତ ଯେତେ ସମୟ ପ୍ରଭୁ ଯୀଶୁ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,

Gade chapit la Kopi

ଓଡିଆ ବାଇବେଲ

21 ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21-22 “ତେଣୁ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ପାଇଁ ଆଉ ଜଣେ ଆମ ସହିତ ଯୋଗ ଦେବା ଆବଶ୍ୟକତା। ଯୀଶୁ ଯୋହନଙ୍କଠାରୁ ଜଳଦୀକ୍ଷା ଗ୍ରହଣ କରିବା ସମୟରୁ ସ୍ୱର୍ଗାରୋହଣ ପର୍ଯ୍ୟନ୍ତ ସବୁ ସମୟରେ ପ୍ରଭୁ ଯୀଶୁ ଆମ ସହିତ ଗମନାଗମନ କରିବାବେଳେ, ଯେଉଁ ଲୋକମାନେ ଆମ ଦଳରେ ଥିଲେ, ସେମାନଙ୍କ ମଧ୍ୟରୁ ଜଣକୁ ଏଥିପାଇଁ ମନୋନୀତ କରିବାକୁ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,

Gade chapit la Kopi




ପ୍ରେରିତ 1:21
9 Referans Kwoze  

ତୁମ୍ଭେ ମୋ’ ବିଷୟରେ ଲୋକମାନଙ୍କୁ ମଧ୍ୟ କହିବ, କାରଣ ତୁମ୍ଭେମାନେ ପ୍ରଥମରୁ ମୋ’ ସହିତ ରହିଛ।


ଏପରିକି ଯେତେବେଳେ ଶାଉଲ ରାଜା ଥିଲେ ସେତେବେଳେ ଆପଣ ଆମ୍ଭମାନଙ୍କୁ ଯୁଦ୍ଧରେ ଆଗେଇ ନେଇଥିଲେ। ଆଉ ଆପଣ ହେଉଛନ୍ତି ସେହି ଲୋକ ଯେ କି ଯୁଦ୍ଧରୁ ଇସ୍ରାଏଲକୁ ନିରାପଦରେ ଫେରାଇ ଆଣିଥିଲେ ଏବଂ ସଦାପ୍ରଭୁ ଆପଣଙ୍କୁ କହିଛନ୍ତି, ‘ତୁମ୍ଭେ ମୋର ଲୋକମାନଙ୍କର ମେଷପାଳକ ହେବ। ଇସ୍ରାଏଲ ଓ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କ ଉପରେ ଶାସନ କରିବ।’”


ମୋଶା ଇସ୍ରାଏଲକୁ କହିଲେ, “ମୋତେ 120 ବର୍ଷ ହେଲାଣି। ମୁଁ ଆଉ ତୁମ୍ଭମାନଙ୍କୁ ଆଗେଇ ନେଇ ପାରିବି ନାହିଁ। ସଦାପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯର୍ଦ୍ଦନ ପାର ହୋଇଯିବ ନାହିଁ।’


ମୁଁ ତୁମ୍ଭଙ୍କୁ ବିନୟ କରୁଛି ଏକ ପ୍ରତିନିଧି ବାଛିବାକୁ, ଯିଏ ସେମାନଙ୍କୁ ଆଗେଇ ନେବ ଏବଂ ନୂତନ ଭୂମିକୁ ଆଣି ପାରିବ। ଏହି ପ୍ରକାରେ ସଦାପ୍ରଭୁଙ୍କର ଲୋକମାନେ ବିନା ପାଳକରେ ମେଷପଲ ତୁଲ୍ୟ ହେବେ ନାହିଁ।”


ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭେ ମୋର ପିତା ଦାଉଦଙ୍କ ପଦରେ ଏହି ଦାସକୁ ରାଜା କରିଅଛ। କିନ୍ତୁ ମୁଁ ମାତ୍ର ଏକ ବାଳକ ଅଟେ। ମୁଁ ଲୋକମାନଙ୍କୁ ବାଟ ଦେଖାଇବା ପାଇଁ ଅନଭିଜ୍ଞ।


ଯେଉଁମାନେ ଏ ଘଟଣା ଗୁଡ଼ିକୁ ନିଜେ ଆରମ୍ଭରୁ ଦେଖିଛନ୍ତି ଏବଂ ଲୋକମାନଙ୍କ ମଧ୍ୟରେ ତାହାଙ୍କ ବାର୍ତ୍ତା ପ୍ରଗ୍ଭର କରି ପରମେଶ୍ୱରଙ୍କ ସେବା କରିଛନ୍ତି, ସେହିମାନଙ୍କଠାରୁ ଯେଉଁ ବିଷୟ ଆମ୍ଭେମାନେ ଶିକ୍ଷା କରିଛୁ ଠିକ୍ ସେହିସବୁ କଥା ସେମାନେ ଲେଖିଅଛନ୍ତି।


ସେମାନେ ଭିତରକୁ ଗଲେ। କିନ୍ତୁ ସେମାନେ ସେଠାରେ ପ୍ରଭୁ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ।


Swiv nou:

Piblisite


Piblisite