Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:23 - ପବିତ୍ର ବାଇବଲ

23 ଏଥିପାଇଁ ପ୍ରେରିତମାନେ ଦୁଇଜଣ ଲୋକଙ୍କ ନାମ ପ୍ରସ୍ତାବ କଲେ। ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଯୋଷେଫ, ଯାହାଙ୍କୁ ବର୍ଶ‌ବ୍‌ବା ବୋଲି କୁହାଯାଉଥିଲା, ଏହାଙ୍କୁ ଯୂସ୍ତ ମଧ୍ୟ କୁହାଯାଉଥିଲା ଏବଂ ଅନ୍ୟ ଜଣେ ମଥିୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍ ଯୋଷେଫଙ୍କୁ, ଯାହାଙ୍କୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାଙ୍କୁ ଓ ମଥୀୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,

Gade chapit la Kopi

ଓଡିଆ ବାଇବେଲ

23 ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ସେମାନେ ଦୁଇଜଣଙ୍କ ନାମ ପ୍ରସ୍ତାବ କଲେ - ଯୋସେଫ (ଯେ ବର୍ଶବା ଓ ଯୁସ୍ତସ ବୋଲି ମଧ୍ୟ ପରିଚିତ) ଓ ମଥିୟସ୍;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍‍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାହାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,

Gade chapit la Kopi




ପ୍ରେରିତ 1:23
3 Referans Kwoze  

ଏହା ପରେ ପ୍ରେରିତ, ପ୍ରାଚୀନ ଓ ସମଗ୍ର ମଣ୍ଡଳୀ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ବାଛିଲେ। ସେମାନ ପାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କ ସହିତ ସେମାନଙ୍କୁ ଆନ୍ତିୟଖିଆକୁ ପଠାଇବା ପାଇଁ ସ୍ଥିର କଲେ। ସେମାନେ ଯିହୂଦା ଯାହାଙ୍କର ଅନ୍ୟ ନାମ ଥିଲା, ବର୍ଣ୍ଣ‌ବ୍‌‌ବା ଓ ଶୀଲାଙ୍କୁ ବାଛିଲେ। ଏହିମାନେ ଭାଇମାନଙ୍କ ମଧ୍ୟରେ ନେତା ଥିଲେ।


ତା'ପରେ ପ୍ରେରିତମାନେ ଏହି ଦୁହିଁଙ୍କ ନାମରେ ଗୁଳା ପକାଇଲେ। କାଗଜରେ ଲେଖାଥିବା ଗୁଳା ମଥିୟଙ୍କ ନାମରେ ଉଠିଲା। ଏହିପରି ସେ ଅନ୍ୟ ଏଗାର ଜଣ ପ୍ରେରିତଙ୍କ ସହିତ ଜଣେ ପ୍ରେରିତ ହିସାବରେ ଗଣିତ ହେଲେ।


ତା'ପରେ ନାବିକମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଗୁଲିବାଣ୍ଟ ଫିଙ୍ଗି ଜାଣିବା, କାହିଁକି ଏ ଦୁଃଖ ଆମ୍ଭମାନଙ୍କ ଉପରେ ଘଟୁଛି।” ତେଣୁ ସେମାନେ ଗୁଲିବାଣ୍ଟ ଫିଙ୍ଗିଲେ। ଏହି ଗୁଲିବାଣ୍ଟ ଫିଙ୍ଗାରୁ ଜଣାଗଲା ଯୂନସ ଯୋଗୁଁ ଏ ଦୁଃଖ ଘଟିଲା।


Swiv nou:

Piblisite


Piblisite