ପ୍ରେରିତ 10:13 - ପବିତ୍ର ବାଇବଲ13 ତା'ପରେ ତାହାଙ୍କୁ ଗୋଟିଏ ବାଣୀ ଶୁଭିଲା, “ପିତର, ଉଠ, ଏହି ପଶୁମାନଙ୍କ ମଧ୍ୟରୁ ଯେକୌଣସିଟିକୁ ମାର ଓ ଖାଅ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ, ତାଙ୍କ ପ୍ରତି ଏହି ବାଣୀ ହେଲା, ହେ ପିତର, ଉଠ, ବଧ କରି ଭୋଜନ କର। Gade chapit laଓଡିଆ ବାଇବେଲ13 ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, ହେ ପିତର, ଉଠ, ବଧ କରି ଖାଅ । Gade chapit laପବିତ୍ର ବାଇବଲ (CL) NT (BSI)13 ପୁଣି ସେ ଗୋଟିଏ ବାଣୀ ଶୁଣିଲେ, “ପିତର! ଉଠ, ବଧ କରି ଖାଅ!” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, “ହେ ପିତର, ଉଠ, ବଧ କରି ଖାଅ।” Gade chapit la |