Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:18 - ପବିତ୍ର ବାଇବଲ

18 ସେମାନେ ତାହାଙ୍କୁ ଡାକିଲେ ଓ ପିତର ନାମରେ ପରିଚିତ ଶିମୋନ ସେଠାରେ ଅତିଥି ଭାବରେ ରହିଛନ୍ତି କି ନାହିଁ ପଗ୍ଭରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ଵରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ।

Gade chapit la Kopi

ଓଡିଆ ବାଇବେଲ

18 ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସେମାନେ ପଚାରିଲେ, “ଶିମୋନ ପିତର ନାମରେ ଏଠାରେ ଜଣେ ଅତିଥି ଅଛନ୍ତି କି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ।

Gade chapit la Kopi




ପ୍ରେରିତ 10:18
4 Referans Kwoze  

ଠିକ୍ ସେହି ସମୟରେ ତିନି ଜଣ ମଣିଷ ଆମ୍ଭେ ରହୁଥିବା ଘରକୁ ଆସିଲେ। ସେମାନଙ୍କୁ କାଇସରୀଆରୁ ମୋ’ ପାଖକୁ ପଠା ଯାଇଥିଲା।


ପିତର ଯେଉଁ ଦୃଶ୍ୟ ଦେଖିଥିଲେ, ତା'ର ଅର୍ଥ ବିଷୟରେ ଚିନ୍ତା କରି ହତବୁଦ୍ଧି ହୋଇ ପଡ଼ିଲେ। ଏହି ସମୟରେ କର୍ଣ୍ଣୀଲିୟଙ୍କ ଯେଉଁ ଲୋକମାନେ ଶିମୋନଙ୍କର ଘର ଖୋଜୁଥିଲେ, ସେମାନେ ଆସି ଫାଟକ ନିକଟରେ ଠିଆ ହୋଇଥିଲେ।


ସେପର୍ଯ୍ୟନ୍ତ ପିତର ସେହି ଦର୍ଶନ ବିଷୟରେ ଚିନ୍ତା କରୁଥିଲେ। ସେହି ସମୟରେ ପବିତ୍ରଆତ୍ମା ତାହାଙ୍କୁ କହିଲେ, “ଶୁଣ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଛନ୍ତି।


Swiv nou:

Piblisite


Piblisite