ପ୍ରେରିତ 10:21 - ପବିତ୍ର ବାଇବଲ21 ପିତର ତଳକୁ ଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହାକୁ ଖୋଜୁଛ ମୁଁ ସେହି ଲୋକ। ତୁମ୍ଭେମାନେ ଏଠାକୁ କାହିଁକି ଆସିଛ?” Gade chapit laପବିତ୍ର ବାଇବଲ (Re-edited) - (BSI)21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ? Gade chapit laଓଡିଆ ବାଇବେଲ21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି । ତୁମ୍ଭମାନଙ୍କ ଆସିବାର କାରଣ କ'ଣ ? Gade chapit laପବିତ୍ର ବାଇବଲ (CL) NT (BSI)21 ପିତର ତଳକୁ ଯାଇ ସେହି ଲୋକମାନଙ୍କୁ କହିଲେ, “ତୁମେ ଯାହାଙ୍କୁ ଖୋଜୁଛ, ମୁଁ ସେହି। ତୁମ୍ଭେମାନେ କାହିଁକି ଆସିଛ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ? Gade chapit la |
ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”