Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:27 - ପବିତ୍ର ବାଇବଲ

27 ପିତର ତାହାଙ୍କ ସହିତ କଥା ହେଉ ହେଉ ଭିତରକୁ ଗଲେ। ସେଠାରେ ସେ ବହୁତ ଲୋକମାନଙ୍କୁ ଏକତ୍ରିତ ହେବାର ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେଥିରେ ସେ ତାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

27 ସେଥିରେ ସେ ତାହାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ପିତର କର୍ଣ୍ଣୀଲିୟଙ୍କ ସହିତ କଥାବାର୍ତ୍ତା କରୁ କରୁ ଘର ଭିତରେ ପ୍ରବେଶ କଲେ ଓ ସେଠାରେ ଅନେକ ଲୋକଙ୍କୁ ଏକତ୍ରିତ ହୋଇଥିବାର ଦେଖି ସେମାନଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେଥିରେ ସେ ତାହାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି,

Gade chapit la Kopi




ପ୍ରେରିତ 10:27
7 Referans Kwoze  

ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ତ୍ରୋୟା ନଗରକୁ ଯାଇଥିଲି। ପ୍ରଭୁ ସେଠାରେ ମୋତେ ଭଲ ସୁଯୋଗଟିଏ ଦେଲେ।


ତହିଁ ଆରଦିନ ସେ କାଇସରୀଆ ନଗରରେ ପହଞ୍ଚିଲେ। କର୍ଣ୍ଣୀଲିୟ ନିଜର ବନ୍ଧୁବାନ୍ଧବ ଓ ଘନିଷ୍ଟ ବନ୍ଧୁମାନଙ୍କୁ ଡକେଇ ସେମାନଙ୍କ ଅପେକ୍ଷାରେ ଥିଲେ।


ତୁମ୍ଭେମାନେ ଯେତେବେଳେ କିଛି ରୋପଣ କର ସେତେବେଳେ ତୁମ୍ଭେ ସର୍ବଦା କୁହ, ‘ଶସ୍ୟ କଟା ହେବା ପାଇଁ ଆହୁରି ଗ୍ଭରି ମାସ ବାକି ଅଛି।’ କିନ୍ତୁ ମୁଁ ତୁମ୍ଭକୁ କହୁଛି, ତୁମ୍ଭମାନଙ୍କର ଆଖି ଖୋଲ। ଲୋକମାନଙ୍କୁ ଦେଖ। ସେମାନେ ଅମଳ ପାଇଁ ପ୍ରସ୍ତୁତ କ୍ଷେତ୍ରତୁଲ୍ୟ ଅଟନ୍ତି।


କାରଣ ସେଠାରେ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋ’ ପାଇଁ ଏକ ମହାନ୍ ସୁଯୋଗର ଦ୍ୱାର ଖୋଲା ହୋଇଛି। ସେଠାରେ ମୋର ଅନେକ ବିପକ୍ଷ ମଧ୍ୟ ଅଛନ୍ତି।


ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେଠାରେ ପହଞ୍ଚିବା ପରେ ମଣ୍ଡଳୀକୁ ଏକାଠି କଲେ। ପରମେଶ୍ୱର ସେମାନଙ୍କ ସହିତ ଯାହାକିଛି କରିଥିଲେ ତାହା ସେମାନଙ୍କୁ କହିଲେ ଓ ପରମେଶ୍ୱର ଅନ୍ୟ ଜାତୀୟ ଲୋକଙ୍କ ପାଇଁ କିପରି ବିଶ୍ୱାସର ରାସ୍ତା ଖୋଲିଲେ, ତାହା ସେମାନେ ବର୍ଣ୍ଣନା କଲେ।


ଆମ୍ଭ ପାଇଁ ମଧ୍ୟ ପ୍ରାର୍ଥନା କର। ପରମେଶ୍ୱରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ୱରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟରେ ପରମେଶ୍ୱର ଯେଉଁ ଗୁପ୍ତ ସତ୍ୟ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଗ୍ଭର କରି ପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ୟ ପ୍ରଗ୍ଭର କରୁଛି ବୋଲି ମୁଁ କାରାଗାରରେ ବନ୍ଦୀ।


ଯାହାସବୁ ଘଟିଥିଲା, ସେମାନେ ସେ ବିଷୟରେ କଥାବାର୍ତ୍ତା ହେଉଥିଲେ।


Swiv nou:

Piblisite


Piblisite