Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:29 - ପବିତ୍ର ବାଇବଲ

29 ତେଣୁ ମୁଁ ନିମନ୍ତ୍ରଣ ପାଇ ବିନା ଆପତ୍ତିରେ ଏଠାକୁ ଗ୍ଭଲିଆସିଲି। ମୋତେ ବର୍ତ୍ତମାନ କୁହ, ତୁମ୍ଭେମାନେ ମୋତେ କାହିଁକି ଡକେଇଥିଲ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସେଥିପାଇଁ ମୋତେ ଆହ୍ଵାନ କରାଯିବାମାତ୍ର ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

29 ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି । ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ତେଣୁ ତୁମେ ଯେତେବେଳେ ମୋତେ ଡକାଇଲ, ମୁଁ କୌଣସି ଆପତ୍ତି ନ କରି ଆସିଲି। ମୁଁ ଜାଣିବାକୁ ଚାହେଁ, ତୁମେ କାହିଁକି ମୋତେ ଡକାଇଲ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି?

Gade chapit la Kopi




ପ୍ରେରିତ 10:29
5 Referans Kwoze  

ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ, ବିଳମ୍ବ କରି ନାହିଁ।


କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟରେ କେହି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।


ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣିଛ ଯେ, କୌଣସି ଯିହୂଦୀ ଅନ୍ୟ ସହିତ ମିଶିବା ବା ଅନ୍ୟ ଜାତିର ଲୋକଙ୍କ ଘରକୁ ଯିବା ଯିହୂଦୀ ବ୍ୟବସ୍ଥା ବିରୁଦ୍ଧ। କିନ୍ତୁ କୌଣସି ଲୋକକୁ ‘ଅପବିତ୍ର’ ଓ ‘ଅପରିଚ୍ଛନ୍ନ’ ନ କହିବା ପାଇଁ ପରମେଶ୍ୱର ମୋତେ ଦେଖାଇଛନ୍ତି।


କର୍ଣ୍ଣୀଲିୟ କହିଲେ, “ମୁଁ ଠିକ୍ ଗ୍ଭରି ଦିନ ଆଗରୁ ମୋ’ ଘରେ ଅପରାହ୍ନ ପ୍ରାୟ ତିନିଟା ବେଳେ ପ୍ରାର୍ଥନା କରୁଥିଲି। ସେତେବେଳେ ହଠାତ୍ ଜଣେ ସ୍ୱର୍ଗଦୂତ, ଉଜ୍ଜ୍ୱଳ ଓ ଝଲସୁଥିବା ବସ୍ତ୍ର ପିନ୍ଧି ମୋ’ ସାମନାରେ ଠିଆ ହୋଇଗଲେ।


Swiv nou:

Piblisite


Piblisite