ପ୍ରେରିତ 10:30 - ପବିତ୍ର ବାଇବଲ30 କର୍ଣ୍ଣୀଲିୟ କହିଲେ, “ମୁଁ ଠିକ୍ ଗ୍ଭରି ଦିନ ଆଗରୁ ମୋ’ ଘରେ ଅପରାହ୍ନ ପ୍ରାୟ ତିନିଟା ବେଳେ ପ୍ରାର୍ଥନା କରୁଥିଲି। ସେତେବେଳେ ହଠାତ୍ ଜଣେ ସ୍ୱର୍ଗଦୂତ, ଉଜ୍ଜ୍ୱଳ ଓ ଝଲସୁଥିବା ବସ୍ତ୍ର ପିନ୍ଧି ମୋ’ ସାମନାରେ ଠିଆ ହୋଇଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟରେ ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ଵଳ ବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋʼ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି; Gade chapit laଓଡିଆ ବାଇବେଲ30 କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି, Gade chapit laପବିତ୍ର ବାଇବଲ (CL) NT (BSI)30 କର୍ଣ୍ଣୀଲିୟ କହିଲେ, “ତିନିଦିନ ତଳେ ପ୍ରାୟ ଏହି ସମୟରେ ଅପରାହ୍ନ ତିନି ଘଣ୍ଟାବେଳେ ମୁଁ ମୋ’ ଘରେ ପ୍ରାର୍ଥନା କରୁଥିଲି। ହଠାତ୍ ଶୁଭ୍ର ବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ’ ସମ୍ମୁଖରେ ଠିଆ ହୋଇ କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି, Gade chapit la |
ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”