ପ୍ରେରିତ 10:36 - ପବିତ୍ର ବାଇବଲ36 ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଗ୍ଭର ପଠାଇଥିଲେ। ସେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ତାହାଙ୍କର ଶାନ୍ତି ସୁସମାଗ୍ଭର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ। Gade chapit laପବିତ୍ର ବାଇବଲ (Re-edited) - (BSI)36 ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ। Gade chapit laଓଡିଆ ବାଇବେଲ36 ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ । Gade chapit laପବିତ୍ର ବାଇବଲ (CL) NT (BSI)36 ତୁମ୍ଭେମାନେ ଜାଣିଛ ଯେ ଈଶ୍ୱର ଇଶ୍ରାଏଲୀୟମାନଙ୍କ ନିକଟକୁ ଯେଉଁ ବାର୍ତ୍ତା ପ୍ରେରଣ କରିଥିଲେ, ତାହା ହିଁ ଯୀଶୁଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଶାନ୍ତିର ବାର୍ତ୍ତା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ। Gade chapit la |
ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।