ପ୍ରେରିତ 10:4 - ପବିତ୍ର ବାଇବଲ4 କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଗ୍ଭହିଁଲେ ଏବଂ ଭୟରେ କହିଲେ, “ମହାଶୟ, ଆପଣ କ’ଣ ଗ୍ଭହାନ୍ତି?” ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଅଛନ୍ତି। ତୁମ୍ଭେ ଗରିବମାନଙ୍କୁ ଯେଉଁସବୁ ଦାନ ଦେଇଅଛ, ତାହା ମଧ୍ୟ ସେ ଦେଖିଅଛନ୍ତି। ତେଣୁ ସେ ତୁମ୍ଭକୁ ସ୍ମରଣ କହିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେଥିରେ ସେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ, କଅଣ? ସେ ତାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ଵରୂପେ ଊର୍ଦ୍ଧ୍ଵରେ ଈଶ୍ଵରଙ୍କ ଛାମୁରେ ଉଠିଅଛି। Gade chapit laଓଡିଆ ବାଇବେଲ4 ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କ'ଣ ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ୱରଙ୍କ ଛାମୁରେ ଉଠିଅଛି । Gade chapit laପବିତ୍ର ବାଇବଲ (CL) NT (BSI)4 ସେ ଭୟରେ ସ୍ୱର୍ଗଦୂତଙ୍କ ଆଡ଼କୁ ଚାହିଁ କହିଲେ, “ଆଜ୍ଞା କଅଣ କହୁଛନ୍ତି?” ସ୍ୱର୍ଗଦୂତ ଉତ୍ତର ଦେଲେ, “ଈଶ୍ୱର ତୁମର ପ୍ରାର୍ଥନା ଓ ଦାନଶୀଳତାରେ ସନ୍ତୁଷ୍ଟ ଓ ଏହାର ପ୍ରତିଦାନ ଦେବା ପାଇଁ ପ୍ରସ୍ତୁତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି। Gade chapit la |
ତେବେ ତୁମ୍ଭେ ଯେଉଁ ସ୍ୱର୍ଗରେ ବାସ କର, ସେଠାରେ ଥାଇ, ସେହି ବିଦେଶୀ ବ୍ୟକ୍ତିର କଥା ଶୁଣ ଓ ତାହାର ପ୍ରାର୍ଥନାରେ ଉତ୍ତର ଦିଅ। ତେବେ ତୁମ୍ଭର ଲୋକ ଇସ୍ରାଏଲ ଯେପରି ତୁମ୍ଭକୁ ସମ୍ମାନ କରନ୍ତି, ସେହିପରି ସାରା ପୃଥିବୀର ଲୋକମାନେ ତୁମ୍ଭର ନାମକୁ ଜାଣିବେ, ଓ ତୁମ୍ଭକୁ ସମ୍ମାନ କରିବେ। ଆଉ, ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଯେ ତୁମ୍ଭ ନାମରେ ନାମିତ, ଏହା ପୃଥିବୀସ୍ଥ ସମସ୍ତ ଲୋକ ଜାଣିବେ।