Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:45 - ପବିତ୍ର ବାଇବଲ

45 ଯେଉଁ ଯିହୂଦୀ ବିଶ୍ୱାସୀମାନେ ପିତରଙ୍କ ସଙ୍ଗେ ଆସିଥିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଯେ, ଅଣଯିହୂଦୀମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତି ବିଶ୍ଵାସୀମାନେ ସମସ୍ତେ ବିଜାତିମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଵିତ ହେଲେ;

Gade chapit la Kopi

ଓଡିଆ ବାଇବେଲ

45 ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୂଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 ଅଣଇହୁଦୀମାନଙ୍କ ଉପରେ ମଧ୍ୟ ଈଶ୍ୱର ତାଙ୍କର ପବିତ୍ରଆତ୍ମାଙ୍କ ଦାନ ଢାଳି ଦେଇଥିବାର ଦେଖି ପିତରଙ୍କ ସହିତ ଆଗତ ଯୋପ୍ପାର ଇହୁଦୀ ବିଶ୍ୱାସୀମାନେ ଆଶ୍ଚର୍ଯ୍ୟ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;

Gade chapit la Kopi




ପ୍ରେରିତ 10:45
12 Referans Kwoze  

ତେଣୁ ପିତର ସେମାନଙ୍କୁ ଭିତରକୁ ଡାକିଲେ ଓ ରାତ୍ରି ଯାପନ କରିବାକୁ ଜାଗାଟିଏ ଦେଲେ। ତହିଁ ଆରଦିନ ସେ ସେମାନଙ୍କ ସହିତ ପ୍ରସ୍ତୁତ ହୋଇ ଗ୍ଭଲିଗଲେ। ଯାଫୋର କେତେକ ଭାଇମାନେ ମଧ୍ୟ ତାହାଙ୍କ ସହିତ ଆସିଥିଲେ।


ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ।


ତୁମ୍ଭେମାନେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ “ଅସୁନ୍ନତ” ବୋଲି କହନ୍ତି। ସେମାନେ ନିଜକୁ “ସୁନ୍ନତ” ବୋଲି କହନ୍ତି। ଏହା ଏକ କାର୍ଯ୍ୟ, ଯାହାକୁ କି ସେମାନେ ନିଜ ଶରୀର ଉପରେ କରିଥା’ନ୍ତି।


ଆମ୍ଭେମାନେ ଯିହୂଦୀ ରୂପେ ଜନ୍ମ ହୋଇଛୁ, ଏବଂ ଆମ୍ଭେମାନେ ପାପୀ ଅଣଯିହୂଦୀମାନଙ୍କ ପରି ନୋହୁଁ।


ଯୀଶୁଙ୍କୁ ସ୍ୱର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଈଶ୍ୱରଙ୍କର ଡାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବିତ୍ରଆତ୍ମା ଦେଇଛନ୍ତି। ଈଶ୍ୱର ଏହି ପବିତ୍ରଆତ୍ମା ଦେବା ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ରଆତ୍ମାଙ୍କୁ ଢାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ଏହା ଦେଖୁଅଛ ଓ ଶୁଣୁଅଛ।


ସେମାନେ କହିଲେ, “ତୁମ୍ଭେ ସୁନ୍ନତ ନ ହୋଇଥିବା ଲୋକଙ୍କ ଘରକୁ ଯାଇଛ ଓ ସେମାନଙ୍କ ସହିତ ଭୋଜନ ମଧ୍ୟ କରିଛ।”


ତେଣୁ ପିତର ଯିରୁଶାଲମରେ ପହଞ୍ଚିବା ପରେ ସୁନ୍ନତ ହୋଇଥିବା ଲୋକମାନେ ତାହାଙ୍କୁ ସମାଲୋଚନା କଲେ।


ଏହି ଭରସା ଆମ୍ଭକୁ କେବେ ହେଲେ ନିରାଶ କରିବ ନାହିଁ। କ’ଣ ପାଇଁ? କାରଣ ପରମେଶ୍ୱର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ରେମ ଢାଳି ଦେଲେ। ପରମେଶ୍ୱର ପବିତ୍ରଆତ୍ମା ମାଧ୍ୟମରେ ତାହାଙ୍କର ପ୍ରେମ ଦେଇଛନ୍ତି। ପରମେଶ୍ୱରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ରଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।


Swiv nou:

Piblisite


Piblisite