Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:47 - ପବିତ୍ର ବାଇବଲ

47 ତା'ପରେ ପିତର କହିଲେ, “ଏହି ଲୋକମାନଙ୍କୁ ବାପ୍ତିଜିତ ହେବା ନିମନ୍ତେ କେହି କ’ଣ କେବେ ଜଳ ଯୋଗଇ ଦେବା ପାଇଁ ମନା କରି ପାରିବ? ସେମାନେ ମଧ୍ୟ ଆମ୍ଭପରି ପବିତ୍ରଆତ୍ମାଙ୍କୁ ଗ୍ରହଣ କରିଛନ୍ତି!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ ହୋଇଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କି କେହି ଜଳ ନିଷେଧ କରି ପାରେ?

Gade chapit la Kopi

ଓଡିଆ ବାଇବେଲ

47 ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ ହୋଇଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କି କେହି ଜଳ ନିଷେଧ କରି ପାରେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ପିତର କହିଲେ: “ଆମ ପରି ଏହି ଲୋକମାନେ ମଧ୍ୟ ପବିତ୍ରଆତ୍ମା ପାଇଛନ୍ତି। ଜଳଦୀକ୍ଷା ନେବା ପାଇଁ କେହି କ’ଣ ସେମାନଙ୍କୁ ବାଧା ଦେଇପାରେ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ କରିଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କଅଣ କେହି ଜଳକୁ ନିଷେଧ କରିପାରିବ?

Gade chapit la Kopi




ପ୍ରେରିତ 10:47
9 Referans Kwoze  

ସେମାନେ ଏହିପରି ଯାଉ ଯାଉ ଜଳଥିବା ଗୋଟିଏ ଜାଗାରେ ପହଞ୍ଚିଲେ, ଓ ନପୁଂସକ ଜଣକ କହିଲେ, “ଦେଖ, ଏଠାରେ ତ ଜଳ ଅଛି। ଏବେ ମୋର ବାପ୍ତିଜିତ ହେବାର କିଛି ଅସୁବିଧା ଅଛି କି?”


ଏଠାରେ “ଯିଏ” ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତରେ ଭେଦ ନ ଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ୱାସ କରନ୍ତି, ପରମେଶ୍ୱର ସେମାନଙ୍କୁ ଅନେକ ଆଶୀର୍ବାଦ କରନ୍ତି।


କିନ୍ତୁ ଯେତେବେଳେ ସେମାନେ ଫିଲି‌ପ୍‌ପଙ୍କଠାରୁ ପରମେଶ୍ୱରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟକ ସୁସମ୍ବାଦ ଶୁଣିଲେ, ସେତେବେଳେ ସେମାନେ ଫିଲି‌ପ୍‌ପଙ୍କ କଥାରେ ବିଶ୍ୱାସ କରି ବାପ୍ତିଜିତ ହେଲେ।


ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ।


ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି।


ପିତର ଏହିକଥା କହିବା ସମୟରେ ସୁସମାଗ୍ଭର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ରଆତ୍ମା ଓହ୍ଲାଇ ଆସିଲେ।


Swiv nou:

Piblisite


Piblisite