ପ୍ରେରିତ 10:5 - ପବିତ୍ର ବାଇବଲ5 ବର୍ତ୍ତମାନ ଯାଫୋ ନଗରକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ପଠାଇ ଶିମୋନ ନାମକ ଗୋଟିଏ ଲୋକଙ୍କୁ ସେଠାରୁ ଆଣ। ସେହି ଶିମୋନ, ପିତର ନାମରେ ମଧ୍ୟ ପରିଚିତ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାଙ୍କ ଉପନାମ ପିତର; Gade chapit laଓଡିଆ ବାଇବେଲ5 ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର; Gade chapit laପବିତ୍ର ବାଇବଲ (CL) NT (BSI)5 ବର୍ତ୍ତମାନ ଶିମୋନ ପିତର ନାମକ ଜଣେ ବ୍ୟକ୍ତିଙ୍କୁ ଆମନ୍ତ୍ରଣ କରି ଆଣିବା ପାଇଁ ଯୋପ୍ପାକୁ ଲୋକ ପଠାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏବେ ତୁମ୍ଭେ ଯାଫୋ ସହରକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର; Gade chapit la |