ପ୍ରେରିତ 10:6 - ପବିତ୍ର ବାଇବଲ6 ପିତର ସମୁଦ୍ରକୂଳ ପାଖରେ ରହୁଥିବା ଶିମୋନ ନାମକ ଜଣେ ଚମାର ସଙ୍ଗେ ରହୁଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)6 ସେ ଶିମୋନ ନାମକ ଜଣେ ଚର୍ମକାରଙ୍କ ଅତିଥି ସ୍ଵରୂପେ ବାସ କରୁଅଛନ୍ତି, ତାଙ୍କ ଘର ସମୁଦ୍ର କୂଳରେ। Gade chapit laଓଡିଆ ବାଇବେଲ6 ସେ ଶିମୋନ ନାମକ ଜଣେ ଚର୍ମକାରଙ୍କ ଅତିଥିସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ । Gade chapit laପବିତ୍ର ବାଇବଲ (CL) NT (BSI)6 ସେ ସମୁଦ୍ର କୂଳରେ ବାସ କରୁଥିବା ଶିମୋନ ନାମକ ଜଣେ ଚର୍ମକାର ଘରେ ରହୁଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଶିମୋନ ନାମକ ଜଣେ ଚର୍ମକାରକଙ୍କ ଅତିଥି ସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ। Gade chapit la |