ପ୍ରେରିତ 11:13 - ପବିତ୍ର ବାଇବଲ13 କର୍ଣ୍ଣୀଲିୟ କିପରି ତାହାଙ୍କ ଘରେ ଜଣେ ସ୍ୱର୍ଗଦୂତଙ୍କୁ ଦେଖିଲେ, ସେହିସବୁ ଆମ୍ଭକୁ କହିଲେ। ଏହି ଦୂତ ତାହାଙ୍କୁ କହିଲେ, ‘ଯାଫୋ ନଗରକୁ ଲୋକ ପଠାଇ ପିତର ନାମରେ ପରିଚିତ ଶିମୋନଙ୍କୁ ଆଣ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ; Gade chapit laଓଡିଆ ବାଇବେଲ13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ; Gade chapit laପବିତ୍ର ବାଇବଲ (CL) NT (BSI)13 ତାଙ୍କ ଘରେ ସେ କିପରି ସ୍ୱର୍ଗଦୂତଙ୍କ ଦର୍ଶନ ପାଇଥିଲେ, ସେ ବିଷୟ ଆମକୁ ଜଣାଇଲେ। ସ୍ୱର୍ଗଦୂତ ତାଙ୍କୁ କହିଥିଲେ, “ଯୋପ୍ପାରେ ଥିବା ଶିମୋନ ପିତର ନାମରେ ଜଣେ ବ୍ୟକ୍ତିଙ୍କୁ ଆଣିବା ପାଇଁ ଲୋକ ପଠାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ; Gade chapit la |
ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”