Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:15 - ପବିତ୍ର ବାଇବଲ

15 “ମୁଁ କହିବାକୁ ଆରମ୍ଭ କଲା ମାତ୍ରେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ, ଯେପରି ଆମ୍ଭ ଉପରେ ପ୍ରଥମରେ ଓହ୍ଲାଇ ଆସିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ।

Gade chapit la Kopi

ଓଡିଆ ବାଇବେଲ

15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲାପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଆଉ ମୁଁ ଯେତେବେଳେ ଶିକ୍ଷା ଦେବାକୁ ଆରମ୍ଭ କଲି, ପୂର୍ବେ ପବିତ୍ରଆତ୍ମା ଯେପରି ଆମ ଉପରେ ଅବତରଣ କରିଥିଲେ, ସେହିପରି ସେମାନଙ୍କ ଉପରେ ଅବତରଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ।

Gade chapit la Kopi




ପ୍ରେରିତ 11:15
5 Referans Kwoze  

ପାଉଲ ଯେତେବେଳେ ସେମାନଙ୍କ ଉପରେ ହାତ ରଖିଲେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ। ସେମାନେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ୟ‌ଦ୍‌ବାଣୀ କହିବାକୁ ଲାଗିଲେ।


ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।


ତା'ପରେ ପିତର ଯାଫୋ ନଗରରେ ଶିମୋନ ନାମକ ଜଣେ ଚମାର ଘରେ ବହୁତ ଦିନ ରହିଲେ।


Swiv nou:

Piblisite


Piblisite