Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:6 - ପବିତ୍ର ବାଇବଲ

6 ମୁଁ ମନୋଯୋଗ ସହିତ ନିରୀକ୍ଷଣ କରି ଦେଖିଲି ଯେ, ସେଥିରେ ଗ୍ଭରିପାଦ ବିଶିଷ୍ଟ ପଶୁ, ଜଙ୍ଗଲୀ ଜନ୍ତୁ, ସରୀସୃପ, ଓ ଆକାଶର ପକ୍ଷୀସବୁ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ତାହା ମୋʼ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚତୁଷ୍ପଦ ପ୍ରାଣୀ, ବନ୍ୟ ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,

Gade chapit la Kopi

ଓଡିଆ ବାଇବେଲ

6 ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ମୁଁ ଭଲଭାବେ ଭିତରକୁ ନିରୀକ୍ଷଣ କରି ତାହା ମଧ୍ୟରେ ଚତୁଷ୍ପଦ ପ୍ରାଣୀ, ଅନ୍ୟ ପଶୁ, ସରୀସୃପ ଓ ବନ୍ୟ ପକ୍ଷୀମାନଙ୍କୁ ଦେଖିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,

Gade chapit la Kopi




ପ୍ରେରିତ 11:6
6 Referans Kwoze  

ଯୀଶୁ ପୁସ୍ତକ ବନ୍ଦ କରି ସେବକଙ୍କୁ ଫେରାଇଦେଲେ। ତା'ପରେ ସେ ବସି ପଡ଼ିଲେ। ସମାଜଗୃହରେ ଥିବା ପ୍ରତ୍ୟେକ ଲୋକର ଲକ୍ଷ୍ୟ ତାହାଙ୍କ ଉପରେ ଥିଲା।


ଯୋହନ ଓ ପିତର ତା ଆଡ଼କୁ ଅନାଇ କହିଲେ, “ଆମ୍ଭ ଆଡ଼େ ଗ୍ଭହଁ।”


ଯୀଶୁ ପୁଣି ଥରେ ଅନ୍ଧଟିର ଆଖି ଉପରେ ହାତ ରଖିଲେ। ତା'ର ଆଖି ଭଲ ହୋଇଯାଇଥିଲା ଓ ସେ ସବୁକିଛି ସ୍ପଷ୍ଟ ଦେଖି ପାରୁଥିଲା।


ତା'ଭିତରେ ପୃଥିବୀର ବିଭିନ୍ନ ପ୍ରକାରର ପଶୁପକ୍ଷୀ ଓ ସରୀସୃପ ପ୍ରାଣୀମାନ ଥିଲେ।


“ମୁଁ ଯାଫୋ ନଗରରେ ପ୍ରାର୍ଥନା କଲାବେଳେ ଗୋଟିଏ ଦିବ୍ୟଦର୍ଶନ ଦେଖିଲି। ଗୋଟିଏ ଗ୍ଭଦର ଗ୍ଭରି କୋଣରୁ ଧରାଯାଇ ସ୍ୱର୍ଗରୁ ମୋ’ ଆଡ଼କୁ ଖସିଆସୁଥିବାର ମୁଁ ଦେଖିଲି।


ତା'ପରେ ମୁଁ ଗୋଟିଏ ସ୍ୱର ଶୁଣିଲି, ‘ପିତର ଉଠ। ଏମାନଙ୍କ ଭିତରୁ କୌଣସିଟିକୁ ମାରି ଖାଅ।’


Swiv nou:

Piblisite


Piblisite