Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:13 - ପବିତ୍ର ବାଇବଲ

13 ପିତର କବାଟରେ ଠକ୍ ଠକ୍ କରନ୍ତେ ରୋଦା ନାମକ ଜଣେ ଗ୍ଭକରାଣୀ କବାଟ ଖୋଲିବାକୁ ଆସିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେ ବାହାର ଦ୍ଵାରରେ ମାରନ୍ତେ, ରୋଦା ନାମରେ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

13 ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ପିତର ବାହାର କବାଟରେ ଆଘାତ କଲେ, ରୋଦା ନାମ୍ନୀ ଜଣେ ଦାସୀ କବାଟ ଖୋଲିବାକୁ ଆସିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା।

Gade chapit la Kopi




ପ୍ରେରିତ 12:13
4 Referans Kwoze  

କିନ୍ତୁ ପିତର କବାଟରେ ଠକ୍ ଠକ୍ କରି ଗ୍ଭଲିଥିଲେ। ବିଶ୍ୱାସୀମାନେ ଯେତେବେଳେ କବାଟ ଖୋଲିଲେ ସେତେବେଳେ ପିତରଙ୍କୁ ଦେଖି ବିସ୍ମିତ ହୋଇଗଲେ।


ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତେବେ ତୁମ୍ଭେମାନେ ବାହାରେ ଠିଆ ହୋଇ କବାଟ ବାଡ଼େଇବ। କିନ୍ତୁ ସେ କବାଟ ଖୋଲିବ ନାହିଁ। ତୁମ୍ଭେମାନେ କହିବ, ‘ଆଜ୍ଞା, ଆମ୍ଭ ପାଇଁ ଦ୍ୱାର ଫିଟାନ୍ତୁ।’ କିନ୍ତୁ ଲୋକଟି କହିବ, ‘ମୁଁ ତୁମ୍ଭକୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ?’


ତା'ପରେ ସେ ଅଗଣାରୁ ବାହାରି ଆସିଲେ। ଫାଟକ ପାଖରେ ଆଉଜଣେ ଦାସୀ ତାହାଙ୍କୁ ଦେଖି ପକାଇ ସେଠାରେ ଥିବା ସମସ୍ତ ଲୋକଙ୍କୁ କହିଲା, “ଏ ଲୋକ ନାଜରିତୀୟ ଯୀଶୁଙ୍କ ସହିତ ଥିଲା।”


Swiv nou:

Piblisite


Piblisite