Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:14 - ପବିତ୍ର ବାଇବଲ

14 ସେ ପିତରଙ୍କର ସ୍ୱର ଜାଣିପାରି ଏତେ ଖୁସୀ ହୋଇଗଲା ଯେ, ସେ କବାଟ ନ ଖୋଲି ଭିତରକୁ ଦୌଡ଼ିଗଲା। ଭିତରକୁ ଦୌଡ଼ିଯାଇ ସେ ସମସ୍ତଙ୍କୁ କହିଲା, “ପିତର କବାଟ ପାଖରେ ଠିଆ ହୋଇଛନ୍ତି!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେ ପିତରଙ୍କର ସ୍ଵର ବାରି ଆନନ୍ଦ ସକାଶେ ଦ୍ଵାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ଵାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା।

Gade chapit la Kopi

ଓଡିଆ ବାଇବେଲ

14 ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ପିତରଙ୍କ ସ୍ୱର ବାରିପାରି ସେ ଏତେ ଆନନ୍ଦିତ ହେଲା ଯେ କବାଟ ନ ଖୋଲି ପିତର ବାହାରେ ଠିଆ ହୋଇଛନ୍ତି ବୋଲି ଖବର ଦେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା।

Gade chapit la Kopi




ପ୍ରେରିତ 12:14
3 Referans Kwoze  

ଶିଷ୍ୟମାନେ ବିସ୍ମିତ ହୋଇଗଲେ। ସେମାନେ ଯୀଶୁଙ୍କୁ ଶରୀରରେ ଦେଖି ବହୁତ ଖୁସୀ ହୋଇଗଲେ। ତଥାପି ସେମାନେ ଯାହା ଦେଖିଲେ, ତାହା ବିଶ୍ୱାସ କରି ପାରିଲେ ନାହିଁ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କିଛି ଖାଇବା ପଦାର୍ଥ ଅଛି କି?”


ତେଣୁ ସେହି ସ୍ତ୍ରୀଲୋକମାନେ ତ‌‌‌ତ୍‌‌କ୍ଷଣାତ୍ କବର ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଡରି ଯାଇଥିଲେ, କିନ୍ତୁ ବହୁତ ଖୁସୀ ମଧ୍ୟ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ୟମାନଙ୍କୁ ଜଣାଇବା ପାଇଁ ସେମାନେ ଦୌଡ଼ି ଦୌଡ଼ି ଗଲେ।


ସେଠାକାର ଲୋକେ ଚିହ୍ନି ପାରିଲେ ଓ ଆଖପାଖ ଅଞ୍ଚଳକୁ ଯୀଶୁଙ୍କ ଆସିବା ଖବର ପଠାଇଲେ। ଲୋକେ ରୋଗୀଙ୍କୁ ତାହାଙ୍କ ପାଖକୁ ଆଣିଲେ।


Swiv nou:

Piblisite


Piblisite