ପ୍ରେରିତ 12:2 - ପବିତ୍ର ବାଇବଲ2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଣ୍ଡାରେ ହତ୍ୟା କରିଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ଯୋହନଙ୍କ ଭ୍ରାତା ଯାକୁବଙ୍କୁ ଖଡ଼୍ଗରେ ବଧ କଲେ। Gade chapit laଓଡିଆ ବାଇବେଲ2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ଼୍ଗରେ ବଧ କଲେ । Gade chapit laପବିତ୍ର ବାଇବଲ (CL) NT (BSI)2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ହତ୍ୟା କରାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ। Gade chapit la |
ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭେମାନେ ମଧ୍ୟ ପ୍ରକୃତରେ ସେହିଭଳି ଯାତନା ଭୋଗ କରିବ। କିନ୍ତୁ ମୋର ଡାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। କାରଣ, କିଏ କେଉଁଠାରେ ବସିବେ, ତାହା ମୋର ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସେମାନଙ୍କ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସେମାନେ ସେହି ସ୍ଥାନରେ ବସିବେ।”